ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ଵର: ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜା ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ଅପରାହ୍ନରେ ଲୋକସେବା ଭବନରେ ମନୋଜ ଦାୟିତ୍ଵ ଗ୍ରହଣ କରିଛନ୍ତି। ଶ୍ରୀ ଆହୁଜା ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button