Chief Minister meets Governor: Discussions on state development and speculation regarding cabinet expansion intensify.
-
Breaking News
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ : ରାଜ୍ୟର ବିକାଶ ଆଲୋଚନା ସହ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଜୋର୍
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରସ୍ଥିତ ଲୋକଭବନଠାରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସାକ୍ଷାତକାର କେବଳ ଏକ ସୌଜନ୍ୟମୂଳକ…
Read More »