ନୂଆଦିଲ୍ଲୀ: ଅବୈଧ ବିବାହରୁ ଜନ୍ମିତ ପିଲା ତାଙ୍କ ମାଆବାପାଙ୍କ ସମ୍ପତ୍ତିରୁ ଭାଗ ପାଇବାକୁ ହକ୍ଦାର ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଏଭଳି ବିବାହରୁ ଜନ୍ମିତ ପିଲା ବୈଧ…