ଭୁବନେଶ୍ୱର: ସୁବର୍ଣ୍ଣରେଖା ନଦୀରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବାରୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସାମ୍ବାଦିକ…