ଭୁବନେଶ୍ଵର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, ଯାଜପୁର, କନ୍ଧମାଳ…