ନୂଆଦିଲ୍ଲୀ: ଜଷ୍ଟିସ ସୂର୍ଯ୍ୟକାନ୍ତ ନଭେମ୍ବର ୨୪ ତାରିଖରେ ଭାରତର ୫୩ତମ ମୁଖ୍ୟ ବିଚାରପତି (CJI) ଭାବରେ ଶପଥ ଗ୍ରହଣ କରିବେ। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ବି.ଆର. ଗଭାଇ…