ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ୧୫୯.୨୯ କୋଟି ଟଙ୍କା ବ୍ୟୟରେ ୪ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକାମ୍ର ନିର୍ବାଚନମଣ୍ଡଳୀର ଲିଙ୍ଗିପୁର ପଞ୍ଚାୟତରେ…