ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେବାପରେ କ୍ରମଶଃ ଦୁର୍ବଳ ହୋଇପଡିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଛତିଶଗଡ ମଧ୍ୟରେ…