ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଧାରରେ ପହଞ୍ଚିଛନ୍ତି। ସେଠାରେ ସେ କହିଛନ୍ତି ଯେ, ପାକିସ୍ତାନର ଆତଙ୍କବାଦୀମାନେ ଆମର ଭଉଣୀ ଏବଂ ଝିଅଙ୍କ ସିନ୍ଦୁର ଲିଭାଇଦେଇଛନ୍ତି।…