ଇଜିପ୍ଟର ବିଶିଷ୍ଟ ଯୋଗ ପ୍ରଶିକ୍ଷିକା ରେମ୍ ଜବାକ୍ ଏବଂ ନାଡା ଆଡେଲଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟର ଦୁଇ ବିଶିଷ୍ଟ ଯୁବ ଯୋଗ ପ୍ରଶିକ୍ଷିକା ରମ୍ ଜବାକ୍ ଏବଂ ନାଡା ଆଡେଲଙ୍କୁ କାଇରୋରେ ୨୦୨୩ ଜୁନ୍ ୨୪ରେ ସାକ୍ଷାତ କରିଛନ୍ତି। ଯୋଗ ପ୍ରତି ପ୍ରତିବଦ୍ଧତା ପାଇଁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିବା ସହ ଉଭୟଙ୍କୁ ଭାରତ ଗସ୍ତ କରିବାକୁ ପ୍ରୋତ୍ସାହିତ କରିଥିଲେ। ଇଜିପ୍ଟରେ ଯୋଗ ପାଇଁ ବଢ଼ୁଥିବା ଉତ୍ସାହ ବାବଦରେ ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button