ଭୁବନେଶ୍ବର: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୦୨୬-୨୭ ବର୍ଷର ଚୂଡାନ୍ତ ପାଞ୍ଜି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…