Union Cabinet approves nutrient-based subsidy rates on phosphate and potash fertilizers
-
ଦେଶ
ଫସଫେଟ ଏବଂ ପଟାସ ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି ହାରକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪) ପାଇଁ…
Read More »