ସ୍ନାନ ଯାତ୍ରା ବାତିଲ କଲା ଇସ୍କନ !

ଭୁବନେଶ୍ୱର: ଆମେରିକା ହ୍ୟୁଷ୍ଟନରେ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଏକ ବଡ଼ ଖବର ସାମନାକୁ ଆସିିଛି । ଇସ୍କନ କେବଳ ସ୍ନାନଯାତ୍ରା ଆୟୋଜନ ବାତିଲ କରିଥିବା ସୂଚନା ମିଳିଛି । ନଭେମ୍ବର ୩ ତାରିଖରେ ହେବାକୁ ଥିବା ସ୍ନାନଯାତ୍ରାକୁ ବାତିଲ କରାଯାଇଥିବା ସୂଚନା ମିଳିଛି । ତେବେ ରଥଯାତ୍ରା ଆୟୋଜନ ବାତିଲ କି ନାହିଁ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ନଭେମ୍ବର ୩ରେ ସ୍ନାନଯାତ୍ରା ଓ ୯ରେ ରଥଯାତ୍ରା ନେଇ ଯୋଜନା ଥିଲା । ତେବେ ଏଭଳି ନିଷ୍ପତ୍ତି ପ୍ରତିବାଦରେ ଗଜପତି ମହାରାଜା ଇସ୍କନକୁ ଚିଠି କରିଥିଲେ । ଶ୍ରୀମନ୍ଦିର ପରମ୍ପରା ଅନୁସାରେ ରଥଯାତ୍ରା କରିବାକୁ ଗଜପତି ମହାରାଜା ଉକ୍ତ ଚିଠିରେ ଉଲ୍ଲେଖ କରିଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button